Back to Search

Sanja Sakale: Odia only

PUBLISHER Black Eagle Books (11/23/2022)
PRODUCT TYPE Paperback (Paperback)

Description

ଏକ ଶତ (୧୦୦) ଟି ଓଡ଼ିଆ ଫିଲ୍ମ ଭକ୍ତି ସଙ୍ଗୀତ ସଂଗୃହୀତ ହୋଇ ଏହି ସଙ୍କଳନରେ ଉପସ୍ଥାପିତ କରାଯାଇଛି । ଏଥିରୁ ଗୋଟିଏ ଦୁଇଟିକୁ ବାଦ ଦେଲେ, ବାକି ସମସ୍ତ ଭକ୍ତି ସଙ୍ଗୀତ ୧୯୬୧ ରୁ ୧୯୯୦ ମଧ୍ୟରେ ନିର୍ମିତ ଓଡ଼ିଆ ଚଳଚ୍ଚିତ୍ର ମାନଙ୍କରୁ ଉଦ୍ଧୃତ ହୋଇଛି । ୧୯୬୧ ରୁ ୧୯୯୦ - ଏହି ୩୦ ବର୍ଷ ଓଡ଼ିଆ ଚଳଚ୍ଚିତ୍ର ପାଇଁ ଏକ୍ଟକ୍ଷୟରଦ୍ଭ ଋକ୍ସବ ବା ସୁବର୍ଣ୍ଣ ଯୁଗ ଥିଲା କହିଲେ ଅତ୍ୟୁକ୍ତି ହେବ ନାହିଁ । ଏହି ସମୟ ସୀମାରେ - କାହାଣୀ, ଅଭିନୟ, ନିର୍ଦ୍ଦେଶନା ଓ ସଙ୍ଗୀତ - ପ୍ରତିଟି ବିଭାଗରେ ଓଡ଼ିଆ ଚଳଚ୍ଚିତ୍ର ପରାକାଷ୍ଠାର ଚରମ ସୋପାନରେ ଉତ୍ତୀର୍ଣ୍ଣ ହୋଇଥିଲା । ତେଣୁ କହିବା ବାହୁଲ୍ୟ ଯେ ଏହି ଚଳଚ୍ଚିତ୍ର ମାନଙ୍କର ଭକ୍ତି ସଙ୍ଗୀତ ମଧ୍ୟ ଖୁବ ହୃଦୟସ୍ପର୍ଶୀ ହୋଇଥିଲା । ପରିବେଷଣ ଶୈଳୀ ଅନୁସାରେ ଚଳଚ୍ଚିତ୍ର ଭକ୍ତି ସଙ୍ଗୀତ ଗୁଡିକ ମୁଖ୍ୟତଃ ତିନିଟି ଶ୍ରେଣୀରେ ବିଭକ୍ତ କରା ଯାଇପାରେ । ପ୍ରଥମ ଶ୍ରେଣୀରେ ଅନ୍ତର୍ଭୁକ୍ତ ହେଉଛନ୍ତି ସେହି ଭକ୍ତିଗୀତ ଯାହାର ରଚନା ଓ ସ୍ୱର ପରିବେଷଣ ଉଭୟ ପାରମ୍ପରିକ ଶୈଳୀରେ ହୋଇଛି - ଯଥା - ଭଜୁ କିନା ରାମ ନାମ (କନକଲତା - ୧୯୭୪), ବାଧିଲା ଜାଣି କ୍ଷମା (ମୁକ୍ତି - ୧୯୭୭) । ଦ୍ୱିତୀୟ ଶ୍ରେଣୀରେ ଗୃହୀତ ହୋଇଥିବା ଭକ୍ତି ଗୀତ ଗୁଡିକର ରଚନା ପାରମ୍ପରିକ, କିନ୍ତୁ ସ୍ୱର ନୂତନ ଶୈଳୀରେ ପ୍ରସ୍ତୁତ ହୋଇଛି - ଉଦାହରଣ ସ୍ୱରୂପ ବିଶ୍ୱ ଜୀବନ ହେ (ଅସ୍ତରାଗ - ୧୯୮୨), ଆହେ ଦୟାମୟ ବିଶ୍ୱ ବିହାରୀ (ବଳିଦାନ - ୧୯୭୮) । କିଛି ପାରମ୍ପରିକ ଗୀĝ

Show More
Product Format
Product Details
ISBN-13: 9781645600947
ISBN-10: 1645600947
Binding: Paperback or Softback (Trade Paperback (Us))
Content Language: Oriya
More Product Details
Page Count: 152
Carton Quantity: 48
Product Dimensions: 5.50 x 0.35 x 8.50 inches
Weight: 0.44 pound(s)
Country of Origin: US
Subject Information
BISAC Categories
Music | Lyrics
Music | Anthologies (multiple authors)
Music | Asian - General
Descriptions, Reviews, Etc.
publisher marketing

ଏକ ଶତ (୧୦୦) ଟି ଓଡ଼ିଆ ଫିଲ୍ମ ଭକ୍ତି ସଙ୍ଗୀତ ସଂଗୃହୀତ ହୋଇ ଏହି ସଙ୍କଳନରେ ଉପସ୍ଥାପିତ କରାଯାଇଛି । ଏଥିରୁ ଗୋଟିଏ ଦୁଇଟିକୁ ବାଦ ଦେଲେ, ବାକି ସମସ୍ତ ଭକ୍ତି ସଙ୍ଗୀତ ୧୯୬୧ ରୁ ୧୯୯୦ ମଧ୍ୟରେ ନିର୍ମିତ ଓଡ଼ିଆ ଚଳଚ୍ଚିତ୍ର ମାନଙ୍କରୁ ଉଦ୍ଧୃତ ହୋଇଛି । ୧୯୬୧ ରୁ ୧୯୯୦ - ଏହି ୩୦ ବର୍ଷ ଓଡ଼ିଆ ଚଳଚ୍ଚିତ୍ର ପାଇଁ ଏକ୍ଟକ୍ଷୟରଦ୍ଭ ଋକ୍ସବ ବା ସୁବର୍ଣ୍ଣ ଯୁଗ ଥିଲା କହିଲେ ଅତ୍ୟୁକ୍ତି ହେବ ନାହିଁ । ଏହି ସମୟ ସୀମାରେ - କାହାଣୀ, ଅଭିନୟ, ନିର୍ଦ୍ଦେଶନା ଓ ସଙ୍ଗୀତ - ପ୍ରତିଟି ବିଭାଗରେ ଓଡ଼ିଆ ଚଳଚ୍ଚିତ୍ର ପରାକାଷ୍ଠାର ଚରମ ସୋପାନରେ ଉତ୍ତୀର୍ଣ୍ଣ ହୋଇଥିଲା । ତେଣୁ କହିବା ବାହୁଲ୍ୟ ଯେ ଏହି ଚଳଚ୍ଚିତ୍ର ମାନଙ୍କର ଭକ୍ତି ସଙ୍ଗୀତ ମଧ୍ୟ ଖୁବ ହୃଦୟସ୍ପର୍ଶୀ ହୋଇଥିଲା । ପରିବେଷଣ ଶୈଳୀ ଅନୁସାରେ ଚଳଚ୍ଚିତ୍ର ଭକ୍ତି ସଙ୍ଗୀତ ଗୁଡିକ ମୁଖ୍ୟତଃ ତିନିଟି ଶ୍ରେଣୀରେ ବିଭକ୍ତ କରା ଯାଇପାରେ । ପ୍ରଥମ ଶ୍ରେଣୀରେ ଅନ୍ତର୍ଭୁକ୍ତ ହେଉଛନ୍ତି ସେହି ଭକ୍ତିଗୀତ ଯାହାର ରଚନା ଓ ସ୍ୱର ପରିବେଷଣ ଉଭୟ ପାରମ୍ପରିକ ଶୈଳୀରେ ହୋଇଛି - ଯଥା - ଭଜୁ କିନା ରାମ ନାମ (କନକଲତା - ୧୯୭୪), ବାଧିଲା ଜାଣି କ୍ଷମା (ମୁକ୍ତି - ୧୯୭୭) । ଦ୍ୱିତୀୟ ଶ୍ରେଣୀରେ ଗୃହୀତ ହୋଇଥିବା ଭକ୍ତି ଗୀତ ଗୁଡିକର ରଚନା ପାରମ୍ପରିକ, କିନ୍ତୁ ସ୍ୱର ନୂତନ ଶୈଳୀରେ ପ୍ରସ୍ତୁତ ହୋଇଛି - ଉଦାହରଣ ସ୍ୱରୂପ ବିଶ୍ୱ ଜୀବନ ହେ (ଅସ୍ତରାଗ - ୧୯୮୨), ଆହେ ଦୟାମୟ ବିଶ୍ୱ ବିହାରୀ (ବଳିଦାନ - ୧୯୭୮) । କିଛି ପାରମ୍ପରିକ ଗୀĝ

Show More
List Price $12.00
Your Price  $11.88
Paperback