Back to Search

Adima Aranya

AUTHOR Pattanaik, Bibhuti
PUBLISHER Black Eagle Books (11/29/2022)
PRODUCT TYPE Paperback (Paperback)

Description

ଆଦିବାସୀମାନେ ହିଁ ଭାରତ ଭୂଖଣ୍ଡର ଆଦିମ ଅଧିବାସୀ । ଆର୍ଯ୍ୟମାନେ ଭାରତ ଆସିଲାପରେ ସୈନ୍ଧବ ଗାଙ୍ଗେୟ ସମତଳ ଭୂମି ଆଦିବାସୀମାନଙ୍କଠାରୁ ଛଡ଼େଇ ନେଇ ସେମାନଙ୍କୁ ପାହାଡ଼ ପର୍ବତ ଘେରା ଦୁର୍ଗମ ଅରଣ୍ୟକୁ ବିତାଡ଼ିତ କରିଥିଲେ । ବ୍ରିଟିଶ ସରକାର ଭାରତ ଅଧିକାର କଲାପରେ ଆଦିବାସୀମାନଙ୍କଠାରୁ ଅରଣ୍ୟ ସମ୍ପଦ ଉପରେ ଥିବା ସେମାନଙ୍କର ଅଧିକାର ଛଡ଼ାଇ ନେଇଥିଲେ । ଦେଶ ସ୍ୱାଧୀନ ହେଲା ପରେ ସ୍ୱଦେଶୀ ସରକାର ଆଦିବାସୀମାନଙ୍କୁ ଅରଣ୍ୟ ସମ୍ପଦ ଉପରେ ଥିବା ସେମାନଙ୍କର ଅଧିକାର ଫେରାଇ ଦେବା ପରିବର୍ତ୍ତେ ଦେଶୀ, ବିଦେଶୀ କମ୍ପାନୀମାନଙ୍କୁ ଅରଣ୍ୟରେ ଖଣିଜ, ବନଜ ସମ୍ପଦ ଲୁଟ୍ କରି ସେମାନେ କଳକାରଖାନା ବସାଇବା ପାଇଁ ଅନୁମତି ଦେଇ ଆଦିବାସୀମାନଙ୍କୁ ବିସ୍ଥାପିତ କରି ଚାଲିଛନ୍ତି ।

ଆଦିବାସୀ ଜୀବନର ଏହି ମର୍ମନ୍ତୁଦ ପ୍ରେକ୍ଷାପଟ୍ଟରେ ଗଢ଼ି ଉଠିଛି ଏ ଉପନ୍ୟାସର କଥାବସ୍ତୁ । କେନ୍ଦୁଝର ମାଝିପଡ଼ାର ମାଆ ଛେଉଣ୍ଡ କାନୁକୁ ଗୁରୁମାଆ ନିଜ ପୁଅ ବନୁଠାରୁ ଅଧିକ ଯତ୍ନରେ ବଢ଼ାଇଥିଲେ, ପଢ଼ାଇଥିଲେ । କାନୁ ପାଠପଢ଼ି ହାକିମ ହେଲେ ମାଝିପଡ଼ାରୁ ଦୁଃଖ ଯିବ । ସାହୁକାର, ଜଙ୍ଗଲ ଜମାଦାର, ଠିକାଦାରମାନଙ୍କ ଶୋଷଣ, ଅତ୍ୟାଚାରରୁ ବଞ୍ଚ ବର୍ତ୍ତି ଯିବେ ମାଝିପଡ଼ା, ଧାମପାଲିର ଆଦିବାସୀମାନେ ।

କାନୁ ମାଝି ପାଠପଢ଼ି ହାକିମ ହେଲା । ଆଇ.ଏ.ଏସ୍]. ଅଫିସର । ତା'ର ପିଲାଦିନର ଖେଳସାଥୀ ଧାନୀକୁ ବାହାହେବ ବୋଲି କଥା ଦେଇଥିଲା କାନୁ । କିନ୍ତୁ ବଡ଼ ହାକି&#

Show More
Product Format
Product Details
ISBN-13: 9781645600978
ISBN-10: 1645600971
Binding: Paperback or Softback (Trade Paperback (Us))
Content Language: Oriya
More Product Details
Page Count: 146
Carton Quantity: 50
Product Dimensions: 5.50 x 0.34 x 8.50 inches
Weight: 0.43 pound(s)
Country of Origin: US
Subject Information
BISAC Categories
Fiction | Literary
Fiction | Classics
Fiction | World Literature - India - 20th Century
Descriptions, Reviews, Etc.
publisher marketing

ଆଦିବାସୀମାନେ ହିଁ ଭାରତ ଭୂଖଣ୍ଡର ଆଦିମ ଅଧିବାସୀ । ଆର୍ଯ୍ୟମାନେ ଭାରତ ଆସିଲାପରେ ସୈନ୍ଧବ ଗାଙ୍ଗେୟ ସମତଳ ଭୂମି ଆଦିବାସୀମାନଙ୍କଠାରୁ ଛଡ଼େଇ ନେଇ ସେମାନଙ୍କୁ ପାହାଡ଼ ପର୍ବତ ଘେରା ଦୁର୍ଗମ ଅରଣ୍ୟକୁ ବିତାଡ଼ିତ କରିଥିଲେ । ବ୍ରିଟିଶ ସରକାର ଭାରତ ଅଧିକାର କଲାପରେ ଆଦିବାସୀମାନଙ୍କଠାରୁ ଅରଣ୍ୟ ସମ୍ପଦ ଉପରେ ଥିବା ସେମାନଙ୍କର ଅଧିକାର ଛଡ଼ାଇ ନେଇଥିଲେ । ଦେଶ ସ୍ୱାଧୀନ ହେଲା ପରେ ସ୍ୱଦେଶୀ ସରକାର ଆଦିବାସୀମାନଙ୍କୁ ଅରଣ୍ୟ ସମ୍ପଦ ଉପରେ ଥିବା ସେମାନଙ୍କର ଅଧିକାର ଫେରାଇ ଦେବା ପରିବର୍ତ୍ତେ ଦେଶୀ, ବିଦେଶୀ କମ୍ପାନୀମାନଙ୍କୁ ଅରଣ୍ୟରେ ଖଣିଜ, ବନଜ ସମ୍ପଦ ଲୁଟ୍ କରି ସେମାନେ କଳକାରଖାନା ବସାଇବା ପାଇଁ ଅନୁମତି ଦେଇ ଆଦିବାସୀମାନଙ୍କୁ ବିସ୍ଥାପିତ କରି ଚାଲିଛନ୍ତି ।

ଆଦିବାସୀ ଜୀବନର ଏହି ମର୍ମନ୍ତୁଦ ପ୍ରେକ୍ଷାପଟ୍ଟରେ ଗଢ଼ି ଉଠିଛି ଏ ଉପନ୍ୟାସର କଥାବସ୍ତୁ । କେନ୍ଦୁଝର ମାଝିପଡ଼ାର ମାଆ ଛେଉଣ୍ଡ କାନୁକୁ ଗୁରୁମାଆ ନିଜ ପୁଅ ବନୁଠାରୁ ଅଧିକ ଯତ୍ନରେ ବଢ଼ାଇଥିଲେ, ପଢ଼ାଇଥିଲେ । କାନୁ ପାଠପଢ଼ି ହାକିମ ହେଲେ ମାଝିପଡ଼ାରୁ ଦୁଃଖ ଯିବ । ସାହୁକାର, ଜଙ୍ଗଲ ଜମାଦାର, ଠିକାଦାରମାନଙ୍କ ଶୋଷଣ, ଅତ୍ୟାଚାରରୁ ବଞ୍ଚ ବର୍ତ୍ତି ଯିବେ ମାଝିପଡ଼ା, ଧାମପାଲିର ଆଦିବାସୀମାନେ ।

କାନୁ ମାଝି ପାଠପଢ଼ି ହାକିମ ହେଲା । ଆଇ.ଏ.ଏସ୍]. ଅଫିସର । ତା'ର ପିଲାଦିନର ଖେଳସାଥୀ ଧାନୀକୁ ବାହାହେବ ବୋଲି କଥା ଦେଇଥିଲା କାନୁ । କିନ୍ତୁ ବଡ଼ ହାକି&#

Show More
List Price $12.00
Your Price  $11.88
Paperback