Back to Search

Tini Ostad

AUTHOR Ray, Pratibha
PUBLISHER Black Eagle Books (08/15/2021)
PRODUCT TYPE Paperback (Paperback)

Description

ସ୍କୁଲରେ ପାଠ ପଢୁଥିବା ତିନିଟି ଭାଇଭଉଣୀଙ୍କର ଦୁଃସାହସିକ କୌତୂହଳର କାହାଣୀ ହେଉଛି 'ତିନି ଓସ୍ତାଦ୍]' । ଓଲ୍]ଟୁ, ପାଲ୍]ଟୁ ଓ ଢୋଲ୍]କି ସ୍କୁଲ୍]ବ୍ୟାଗ୍ ଧରି ପାଠପଢ଼ିବା ଆଳରେ ବଣଭୋଜି କରିବାକୁ ଚାଲିଯାଆନ୍ତି ପାଖ ଜଙ୍ଗଲକୁ । ସେଠାରେ ଭାତ, ଡାଲି, ପରିବା ସିଝାଇ ଅଲଣା ଖେଚୁଡ଼ି ରାନ୍ଧି ମହାଖୁସି । ଭୋକିଲା ପେଟରେ ତିନିଟି ପତରରେ ଖେଚୁଡ଼ି ବାଢ଼ି ଖାଇବସିଲାବେଳକୁ ଭୋକିଲା କୁକୁର ଛୁଆଟିଏ କୁଁ କୁଁ ହୋଇ ପାଖରେ ପହଞ୍ଚେ । ସ୍ନେହରେ, ଦୟାରେ ନିଜ ପତରରୁ ଖାଦ୍ୟ ନେଇ ଆଉ ଗୋଟିଏ ପତ୍ର ବାଢ଼ନ୍ତି କୁକୁରଛୁଆ ପାଇଁ । ହାଲିଆ ହୋଇ ଶୋଇପଡ଼ନ୍ତି । ନିଦ ଭାଙ୍ଗିଲାବେଳକୁ ଜଙ୍ଗଲ ଭିତର କିଟ୍]କିଟ୍ ଅନ୍ଧାର ରାତି । କେମିତି ଘରକୁ ଫେରିବେ? କୁକୁରଟି ବାଟ କଢ଼ାଏ । ସ୍ନେହର ମୂଲ୍ୟ ସେ ବୁଝେ । ସକାଳ ପାହିଲାବେଳକୁ ସେମାନେ ପହଞ୍ଚନ୍ତି ଏକ ଅଜଣା ସହରରେ ।କାରଣ କୁକୁରଟି ସେମାନଙ୍କୁ ବିରୀତ ଦିଗରେ ବାଟ କଢ଼ାଇଥିଲା, ଅନ୍ୟ ଦିଗରେ ବାଘ ମାତିଛି ବୋଲି । ଏଇଠାରୁ ଆରମ୍ଭ ହୁଏ ତିନି ଭାଇଭଉଣୀ ଓ କୁକୁର ବାହାଦୁର୍]ର ଦୁଃସାହସିକ ଯାତ୍ରା । ଡକାୟତ ଆଡ୍]ଡ଼ା, ସମୁଦ୍ର ଯାତ୍ରା ଏବଂ ଏକ ଅଜଣା ଦ୍ୱୀପରେ ପହଞ୍ଚିଚ ମଣିଷଖିଆ ମଣିଷଙ୍କୁ ଭେଟି କିରି ବିଭିନ୍ନ ସମସ୍ୟାର ସମାଧାନ କରିଛନ୍ତି ତାରି ବର୍ଣ୍ଣନା କାହାଣୀଟିକୁ କରିଛି ଅତ୍ୟନ୍ତ ରୋମାଞ୍ଚକର ଓ ଶିଶୁ ମନଲୋଭା । ସେହି ଦ୍ୱୀପର ମଣିଷମାନଙ୍କୁ ସେମାନେ ଶିକ୍ଷିତ କରିଛନ୍ତି । ନୂଆ ସମାଜଟିଏ ଗଢ଼ି

Show More
Product Format
Product Details
ISBN-13: 9781645602088
ISBN-10: 1645602087
Binding: Paperback or Softback (Trade Paperback (Us))
Content Language: Oriya
More Product Details
Page Count: 122
Carton Quantity: 64
Product Dimensions: 5.50 x 0.26 x 8.50 inches
Weight: 0.33 pound(s)
Country of Origin: US
Subject Information
BISAC Categories
Young Adult Fiction | Literary
Young Adult Fiction | Social Themes - Values & Virtues
Young Adult Fiction | Animals - Pets
Grade Level: 8th Grade - College Freshman
Descriptions, Reviews, Etc.
publisher marketing

ସ୍କୁଲରେ ପାଠ ପଢୁଥିବା ତିନିଟି ଭାଇଭଉଣୀଙ୍କର ଦୁଃସାହସିକ କୌତୂହଳର କାହାଣୀ ହେଉଛି 'ତିନି ଓସ୍ତାଦ୍]' । ଓଲ୍]ଟୁ, ପାଲ୍]ଟୁ ଓ ଢୋଲ୍]କି ସ୍କୁଲ୍]ବ୍ୟାଗ୍ ଧରି ପାଠପଢ଼ିବା ଆଳରେ ବଣଭୋଜି କରିବାକୁ ଚାଲିଯାଆନ୍ତି ପାଖ ଜଙ୍ଗଲକୁ । ସେଠାରେ ଭାତ, ଡାଲି, ପରିବା ସିଝାଇ ଅଲଣା ଖେଚୁଡ଼ି ରାନ୍ଧି ମହାଖୁସି । ଭୋକିଲା ପେଟରେ ତିନିଟି ପତରରେ ଖେଚୁଡ଼ି ବାଢ଼ି ଖାଇବସିଲାବେଳକୁ ଭୋକିଲା କୁକୁର ଛୁଆଟିଏ କୁଁ କୁଁ ହୋଇ ପାଖରେ ପହଞ୍ଚେ । ସ୍ନେହରେ, ଦୟାରେ ନିଜ ପତରରୁ ଖାଦ୍ୟ ନେଇ ଆଉ ଗୋଟିଏ ପତ୍ର ବାଢ଼ନ୍ତି କୁକୁରଛୁଆ ପାଇଁ । ହାଲିଆ ହୋଇ ଶୋଇପଡ଼ନ୍ତି । ନିଦ ଭାଙ୍ଗିଲାବେଳକୁ ଜଙ୍ଗଲ ଭିତର କିଟ୍]କିଟ୍ ଅନ୍ଧାର ରାତି । କେମିତି ଘରକୁ ଫେରିବେ? କୁକୁରଟି ବାଟ କଢ଼ାଏ । ସ୍ନେହର ମୂଲ୍ୟ ସେ ବୁଝେ । ସକାଳ ପାହିଲାବେଳକୁ ସେମାନେ ପହଞ୍ଚନ୍ତି ଏକ ଅଜଣା ସହରରେ ।କାରଣ କୁକୁରଟି ସେମାନଙ୍କୁ ବିରୀତ ଦିଗରେ ବାଟ କଢ଼ାଇଥିଲା, ଅନ୍ୟ ଦିଗରେ ବାଘ ମାତିଛି ବୋଲି । ଏଇଠାରୁ ଆରମ୍ଭ ହୁଏ ତିନି ଭାଇଭଉଣୀ ଓ କୁକୁର ବାହାଦୁର୍]ର ଦୁଃସାହସିକ ଯାତ୍ରା । ଡକାୟତ ଆଡ୍]ଡ଼ା, ସମୁଦ୍ର ଯାତ୍ରା ଏବଂ ଏକ ଅଜଣା ଦ୍ୱୀପରେ ପହଞ୍ଚିଚ ମଣିଷଖିଆ ମଣିଷଙ୍କୁ ଭେଟି କିରି ବିଭିନ୍ନ ସମସ୍ୟାର ସମାଧାନ କରିଛନ୍ତି ତାରି ବର୍ଣ୍ଣନା କାହାଣୀଟିକୁ କରିଛି ଅତ୍ୟନ୍ତ ରୋମାଞ୍ଚକର ଓ ଶିଶୁ ମନଲୋଭା । ସେହି ଦ୍ୱୀପର ମଣିଷମାନଙ୍କୁ ସେମାନେ ଶିକ୍ଷିତ କରିଛନ୍ତି । ନୂଆ ସମାଜଟିଏ ଗଢ଼ି

Show More
List Price $10.00
Your Price  $9.90
Paperback