Back to Search

Jaha Kali Jaha Paili

AUTHOR Panigrahi, Gagan Behari
PUBLISHER Black Eagle Books (03/03/2022)
PRODUCT TYPE Paperback (Paperback)

Description

କଥାରେ ଅଛି "ମଣିଷ ପରିସ୍ଥିତିର ଦାସ ।" ପରିସ୍ଥିତିକୁ ମୁକାବିଲା କରିବା ମଣିଷର କାମ । ପରିସ୍ଥିତି କେତେବେଳେ ନିଜ ଆୟତ୍ତରେ ରହେ ତ କେତେବେଳେ ଅଣଆୟତ୍ତ । କର୍ମ କରି ସୁଦ୍ଧା ପରିସ୍ଥିତି ବେଳେବେଳେ ଅଣଆୟତ୍ତକୁ ଚାଲିଯାଏ, ଯାହା କି ଆମେ ଭାଗ୍ୟ ବୋଲି କହିଥାଉ । ତେଣୁ ମୁଁ ଭାବେ ଜୀବନ ହେଉଛି କର୍ମ ଓ ଭାଗ୍ୟ ଭିତରେ ଚାଲିଥିବା ଏକ ଖେଳ । ଭାଗ୍ୟ ଯେ ସବୁବେଳେ ବିପରୀତ ହୁଏ ତା' ନୁହଁ ବେଳେ ବେଳେ ଜଟିଳ ପରିସ୍ଥିତିରେ ଭାଗ୍ୟ ଅନୁକୂଳ ଅବସ୍ଥା ସୃଷ୍ଟି କରି ନିରାପଦ ଜାଗାକୁ ବାଟ କଢ଼େଇ ନିଏ । ସେମିତି ଅନେକ କିଛି ଘଟଣା ବି ମୋ ଜୀବନରେ ଘଟିଛି, କେତେବେଳେ ତାହା ଆୟତ୍ତରେ ରହିଛି, କେତେବେଳେ ପୁଣି ଅଣଆୟତ୍ତ । କର୍ମ ଓ ଭାଗ୍ୟର ସମିଶ୍ରଣରେ 'ସାପ ଓ ସିଡ଼ି' ଖେଳ ଭଳି ଜୀବନ ଉତ୍ଥାନ ପତନ ଦେଇ ଗତି କରିଛି, ତେଣୁ ମୋ ଜୀବନ ଏକ ଊର୍ଦ୍ଧ୍ୱଗାମୀ ସରଳ ରେଖା ବୋଲି କହି ହେବନି, ବରଂ ଉତ୍ଥାନ ପତନ ସମ୍ବଳିତ ଏକ ବକ୍ରରେଖା । ଏହି ଉତ୍ଥାନ ପତନ ସହିତ ମୋର କେତେଜଣ ଶୁଭାକାଙ୍]କ୍ଷୀ ଓ ଅନ୍ତରଙ୍ଗ ବନ୍ଧୁ ପରିଚିତ ଥିଲେ ହେଁ ଏହାକୁ ଲୋକଲୋଚନକୁ ଆଣିବାକୁ ଯାଇ ଏ ଲେଖାର ପ୍ରୟାସ ମାତ୍ର । ପ୍ରଥମରୁ ମୁଁ କହି ରଖେ ଏହା ଏକ ଆତ୍ମଜୀବନୀ ନୁହଁ । ଆତ୍ମଜୀବନୀ ଲେଖିବାର ଧୃଷ୍ଟତା ମୋର କରିବାର ନାହିଁ । ଜୀବନରେ ପାରିବାରିକ, ସାମାଜିକ ଓ ଅର୍ଥନୈତିକ ଝଡ଼ଝଞ୍ଜାକୁ ମୁଁ କିପରି ସାମନା କରିଛି ଓ ମୋର ପରିବାର ଲୋକେ କେମିତି ମୋ ସହିତ ସହଯୋଗ କରିଛନ୍ତି ସେଗୁଡ଼ିକ ଗଳ୍ପ ମାĝ

Show More
Product Format
Product Details
ISBN-13: 9781645602514
ISBN-10: 1645602516
Binding: Paperback or Softback (Trade Paperback (Us))
Content Language: Oriya
More Product Details
Page Count: 402
Carton Quantity: 18
Product Dimensions: 5.50 x 0.89 x 8.50 inches
Weight: 1.12 pound(s)
Country of Origin: US
Subject Information
BISAC Categories
Fiction | Family Life - General
Fiction | World Literature - Canada - General
Descriptions, Reviews, Etc.
publisher marketing

କଥାରେ ଅଛି "ମଣିଷ ପରିସ୍ଥିତିର ଦାସ ।" ପରିସ୍ଥିତିକୁ ମୁକାବିଲା କରିବା ମଣିଷର କାମ । ପରିସ୍ଥିତି କେତେବେଳେ ନିଜ ଆୟତ୍ତରେ ରହେ ତ କେତେବେଳେ ଅଣଆୟତ୍ତ । କର୍ମ କରି ସୁଦ୍ଧା ପରିସ୍ଥିତି ବେଳେବେଳେ ଅଣଆୟତ୍ତକୁ ଚାଲିଯାଏ, ଯାହା କି ଆମେ ଭାଗ୍ୟ ବୋଲି କହିଥାଉ । ତେଣୁ ମୁଁ ଭାବେ ଜୀବନ ହେଉଛି କର୍ମ ଓ ଭାଗ୍ୟ ଭିତରେ ଚାଲିଥିବା ଏକ ଖେଳ । ଭାଗ୍ୟ ଯେ ସବୁବେଳେ ବିପରୀତ ହୁଏ ତା' ନୁହଁ ବେଳେ ବେଳେ ଜଟିଳ ପରିସ୍ଥିତିରେ ଭାଗ୍ୟ ଅନୁକୂଳ ଅବସ୍ଥା ସୃଷ୍ଟି କରି ନିରାପଦ ଜାଗାକୁ ବାଟ କଢ଼େଇ ନିଏ । ସେମିତି ଅନେକ କିଛି ଘଟଣା ବି ମୋ ଜୀବନରେ ଘଟିଛି, କେତେବେଳେ ତାହା ଆୟତ୍ତରେ ରହିଛି, କେତେବେଳେ ପୁଣି ଅଣଆୟତ୍ତ । କର୍ମ ଓ ଭାଗ୍ୟର ସମିଶ୍ରଣରେ 'ସାପ ଓ ସିଡ଼ି' ଖେଳ ଭଳି ଜୀବନ ଉତ୍ଥାନ ପତନ ଦେଇ ଗତି କରିଛି, ତେଣୁ ମୋ ଜୀବନ ଏକ ଊର୍ଦ୍ଧ୍ୱଗାମୀ ସରଳ ରେଖା ବୋଲି କହି ହେବନି, ବରଂ ଉତ୍ଥାନ ପତନ ସମ୍ବଳିତ ଏକ ବକ୍ରରେଖା । ଏହି ଉତ୍ଥାନ ପତନ ସହିତ ମୋର କେତେଜଣ ଶୁଭାକାଙ୍]କ୍ଷୀ ଓ ଅନ୍ତରଙ୍ଗ ବନ୍ଧୁ ପରିଚିତ ଥିଲେ ହେଁ ଏହାକୁ ଲୋକଲୋଚନକୁ ଆଣିବାକୁ ଯାଇ ଏ ଲେଖାର ପ୍ରୟାସ ମାତ୍ର । ପ୍ରଥମରୁ ମୁଁ କହି ରଖେ ଏହା ଏକ ଆତ୍ମଜୀବନୀ ନୁହଁ । ଆତ୍ମଜୀବନୀ ଲେଖିବାର ଧୃଷ୍ଟତା ମୋର କରିବାର ନାହିଁ । ଜୀବନରେ ପାରିବାରିକ, ସାମାଜିକ ଓ ଅର୍ଥନୈତିକ ଝଡ଼ଝଞ୍ଜାକୁ ମୁଁ କିପରି ସାମନା କରିଛି ଓ ମୋର ପରିବାର ଲୋକେ କେମିତି ମୋ ସହିତ ସହଯୋଗ କରିଛନ୍ତି ସେଗୁଡ଼ିକ ଗଳ୍ପ ମାĝ

Show More
List Price $18.00
Your Price  $17.82
Paperback