Back to Search

Manoj Kumar Panda Galpa Samagra

AUTHOR Sahu, Biswanath; Panda, Manoj Kumar
PUBLISHER Black Eagle Books (09/07/2022)
PRODUCT TYPE Paperback (Paperback)

Description

ଉଭୟ ଆଙ୍ଗିକ ଓ ଆମ୍]ିକ କ୍ଷେତ୍ରରେ ଉତ୍ତର ଅଶୀ ଓଡ଼ିଆ ଗଳ୍ପ ବିବିଧତାର ଏକ ସନ୍ଧିକ୍ଷଣ । ଗାଳ୍ପିକ ମନୋଜ କୁମାର ପଂଡ଼ା ଏହି ସନ୍ଧିକ୍ଷଣର ଜଣେ ପ୍ରତିଶୃତିବଦ୍ଧ ଗଳ୍ପକାର । ଏ ସମୟରେ ଆଙ୍ଗିକ କ୍ଷେତ୍ରରେ ପରିକ୍ଷା-ନିରୀକ୍ଷା କରୁଥିବା ଗାଳ୍ପିକମାନଙ୍କ ମଧ୍ୟରେ ସେ ଜଣେ ନୂତନ ଟ୍ରେଣ୍ଡ୍ ସେଟର୍ । ଶୈଳୀ ହିଁ ତାଙ୍କୁ ଆଣିଦେଇଛି ଉଭୟ ପ୍ରସିଦ୍ଧି ଓ ସମ୍ମାନ । ଜାତୀୟ ତଥା ଆନ୍ତର୍ଜାତୀୟ ଗଳ୍ପ ସହ ଓଡ଼ିଆ ଗଳ୍ପକୁ ସମକକ୍ଷ କରିବାର ମନୋବୃତ୍ତି ରଖିଥିବାର ଗାଳ୍ପିକଟିଏ ଶ୍ରୀ ପଂଡା । ସ୍ୱାଧୀନ ଚିନ୍ତା ସହ ବେବାକ୍ ଉପସ୍ଥାପନା ତାଙ୍କ ବୈଶିଷ୍ଟ୍ୟ । ସେ ଦୃଷ୍ଟିରୁ ୧୯୮୦ ପରବର୍ତ୍ତୀ ଓଡ଼ିଆ ଗଳ୍ପର ସ୍ୱରୂପ ତଥା ପ୍ରସାରତାକୁ ଅବବୋଧ କରିବାକୁ ହେଲେ ତାଙ୍କ ଗଳ୍ପସମୂହ ନିତାନ୍ତ ପଠନୀୟ । ଶେଷରେ ଏତିକି କୁହାଯାଇପାରେ ତୁଳନାମ୍]କ ଦୃଷ୍ଟିକୋଣରୁ ବିଚାର କଲେ ଗାଳ୍ପିକଙ୍କ ଶୈଳୀ କ୍ଷେତ୍ରୀୟ ନିମ୍ନୋକ୍ତ କେତେକ ସ୍ୱାତନ୍ତ୍ର]୍ୟ ପାଠକ ଖୋଜି ପାଇପାରିବ, ଯାହା ସମକାଳର ଅନ୍ୟାନ୍ୟ ଗାଳ୍ପିକଙ୍କଠାରୁ ତାଙ୍କୁ ସ୍ୱତନ୍ତ୍ର କରି ଚିହ୍ନାଏ । ଯଥା-

୧- ଶବ୍ଦ ଚୟନ ଓ ରୋପଣରେ ଅଭିନବତ୍ୱ ।

୨- କବିତା ସୁଲଭ ଆଙ୍ଗିକ ଗ୍ରହଣ ।

୩- ବାକ୍ୟରେ ଲୟ ସୃଷ୍ଟି ।

୪- ବିଶେଷ୍ୟ ଓ ବିଶେଷଣ ମଧ୍ୟରେ ବୈପରୀତ୍ୟ ଭାବ ।

୫- ବାକ୍ୟଗଠନଗତ ଜଟିଳତା ।

୬- ସମ୍ମୁଖୀକରଣ ଅନ୍ତର୍ଗତ ଉପଦାନଗୁଡ଼ିକର ସଠିକ ପ୍ରୟୋଗ ।

୭- ଗଳ୍ପର ପ୍ରାରମ୍ଭ ଓ ପରିସମାପ୍ତିରେ ବିବିଧତ

Show More
Product Format
Product Details
ISBN-13: 9781645603139
ISBN-10: 164560313X
Binding: Paperback or Softback (Trade Paperback (Us))
Content Language: Oriya
More Product Details
Page Count: 440
Carton Quantity: 16
Product Dimensions: 5.50 x 0.98 x 8.50 inches
Weight: 1.22 pound(s)
Country of Origin: US
Subject Information
BISAC Categories
Fiction | Literary
Fiction | Short Stories (single author)
Fiction | Magical Realism
Descriptions, Reviews, Etc.
publisher marketing

ଉଭୟ ଆଙ୍ଗିକ ଓ ଆମ୍]ିକ କ୍ଷେତ୍ରରେ ଉତ୍ତର ଅଶୀ ଓଡ଼ିଆ ଗଳ୍ପ ବିବିଧତାର ଏକ ସନ୍ଧିକ୍ଷଣ । ଗାଳ୍ପିକ ମନୋଜ କୁମାର ପଂଡ଼ା ଏହି ସନ୍ଧିକ୍ଷଣର ଜଣେ ପ୍ରତିଶୃତିବଦ୍ଧ ଗଳ୍ପକାର । ଏ ସମୟରେ ଆଙ୍ଗିକ କ୍ଷେତ୍ରରେ ପରିକ୍ଷା-ନିରୀକ୍ଷା କରୁଥିବା ଗାଳ୍ପିକମାନଙ୍କ ମଧ୍ୟରେ ସେ ଜଣେ ନୂତନ ଟ୍ରେଣ୍ଡ୍ ସେଟର୍ । ଶୈଳୀ ହିଁ ତାଙ୍କୁ ଆଣିଦେଇଛି ଉଭୟ ପ୍ରସିଦ୍ଧି ଓ ସମ୍ମାନ । ଜାତୀୟ ତଥା ଆନ୍ତର୍ଜାତୀୟ ଗଳ୍ପ ସହ ଓଡ଼ିଆ ଗଳ୍ପକୁ ସମକକ୍ଷ କରିବାର ମନୋବୃତ୍ତି ରଖିଥିବାର ଗାଳ୍ପିକଟିଏ ଶ୍ରୀ ପଂଡା । ସ୍ୱାଧୀନ ଚିନ୍ତା ସହ ବେବାକ୍ ଉପସ୍ଥାପନା ତାଙ୍କ ବୈଶିଷ୍ଟ୍ୟ । ସେ ଦୃଷ୍ଟିରୁ ୧୯୮୦ ପରବର୍ତ୍ତୀ ଓଡ଼ିଆ ଗଳ୍ପର ସ୍ୱରୂପ ତଥା ପ୍ରସାରତାକୁ ଅବବୋଧ କରିବାକୁ ହେଲେ ତାଙ୍କ ଗଳ୍ପସମୂହ ନିତାନ୍ତ ପଠନୀୟ । ଶେଷରେ ଏତିକି କୁହାଯାଇପାରେ ତୁଳନାମ୍]କ ଦୃଷ୍ଟିକୋଣରୁ ବିଚାର କଲେ ଗାଳ୍ପିକଙ୍କ ଶୈଳୀ କ୍ଷେତ୍ରୀୟ ନିମ୍ନୋକ୍ତ କେତେକ ସ୍ୱାତନ୍ତ୍ର]୍ୟ ପାଠକ ଖୋଜି ପାଇପାରିବ, ଯାହା ସମକାଳର ଅନ୍ୟାନ୍ୟ ଗାଳ୍ପିକଙ୍କଠାରୁ ତାଙ୍କୁ ସ୍ୱତନ୍ତ୍ର କରି ଚିହ୍ନାଏ । ଯଥା-

୧- ଶବ୍ଦ ଚୟନ ଓ ରୋପଣରେ ଅଭିନବତ୍ୱ ।

୨- କବିତା ସୁଲଭ ଆଙ୍ଗିକ ଗ୍ରହଣ ।

୩- ବାକ୍ୟରେ ଲୟ ସୃଷ୍ଟି ।

୪- ବିଶେଷ୍ୟ ଓ ବିଶେଷଣ ମଧ୍ୟରେ ବୈପରୀତ୍ୟ ଭାବ ।

୫- ବାକ୍ୟଗଠନଗତ ଜଟିଳତା ।

୬- ସମ୍ମୁଖୀକରଣ ଅନ୍ତର୍ଗତ ଉପଦାନଗୁଡ଼ିକର ସଠିକ ପ୍ରୟୋଗ ।

୭- ଗଳ୍ପର ପ୍ରାରମ୍ଭ ଓ ପରିସମାପ୍ତିରେ ବିବିଧତ

Show More
List Price $20.00
Your Price  $19.80
Paperback