Back to Search

Devi

AUTHOR Mishra, Sneha
PUBLISHER Black Eagle Books (01/17/2023)
PRODUCT TYPE Paperback (Paperback)

Description

ଏଇ ଗଳ୍ପ ସଂକଳନରେ ସେ ଏକ ଭିନ୍ନ ଦୃଷ୍ଟିଭଙ୍ଗୀର ଅବତାରଣା କରିଛନ୍ତି । ସବୁ ଗଳ୍ପ ସାମାଜିକ କଥାବସ୍ତୁ ଉପରେ ଆଧାରିତ । ଅଧିକାଂଶ ଚରିତ୍ର ସାମାଜିକ ପୃଷ୍ଠଭୂମିରୁ ଆନୀତ । ଏକ ସାଧାରଣ/ସ୍ୱାଭାବିକ/ଚିରାଚରିତ ଜୀବନଶୈଳୀ ଭିତରେ ସେମାନଙ୍କ ଅସାଧାରଣ ବ୍ୟକ୍ତିଚରିତ୍ର ହିଁ ତାଙ୍କ ଗଳ୍ପର ଅନ୍ୟତମ ଦିଗ । ବିଭିନ୍ନ ସଂଘର୍ଷମୟ ପରିସ୍ଥିତିରେ ଥିବା ଏଇ ଚରିତ୍ରମାନଙ୍କ ଭିତରେ ପ୍ରତିଫଳିତ ଏକ ଗଭୀର ମାନବିକ ଆବେଦନ ହିଁ ତାଙ୍କ ରଚନାର ସ୍ୱାତନ୍ତ୍ର]୍ୟ ।

Show More
Product Format
Product Details
ISBN-13: 9781645603412
ISBN-10: 1645603415
Binding: Paperback or Softback (Trade Paperback (Us))
Content Language: Oriya
More Product Details
Page Count: 118
Carton Quantity: 60
Product Dimensions: 5.50 x 0.28 x 8.50 inches
Weight: 0.35 pound(s)
Country of Origin: US
Subject Information
BISAC Categories
Fiction | Literary
Fiction | Short Stories (single author)
Fiction | Family Life - Siblings
Descriptions, Reviews, Etc.
publisher marketing

ଏଇ ଗଳ୍ପ ସଂକଳନରେ ସେ ଏକ ଭିନ୍ନ ଦୃଷ୍ଟିଭଙ୍ଗୀର ଅବତାରଣା କରିଛନ୍ତି । ସବୁ ଗଳ୍ପ ସାମାଜିକ କଥାବସ୍ତୁ ଉପରେ ଆଧାରିତ । ଅଧିକାଂଶ ଚରିତ୍ର ସାମାଜିକ ପୃଷ୍ଠଭୂମିରୁ ଆନୀତ । ଏକ ସାଧାରଣ/ସ୍ୱାଭାବିକ/ଚିରାଚରିତ ଜୀବନଶୈଳୀ ଭିତରେ ସେମାନଙ୍କ ଅସାଧାରଣ ବ୍ୟକ୍ତିଚରିତ୍ର ହିଁ ତାଙ୍କ ଗଳ୍ପର ଅନ୍ୟତମ ଦିଗ । ବିଭିନ୍ନ ସଂଘର୍ଷମୟ ପରିସ୍ଥିତିରେ ଥିବା ଏଇ ଚରିତ୍ରମାନଙ୍କ ଭିତରେ ପ୍ରତିଫଳିତ ଏକ ଗଭୀର ମାନବିକ ଆବେଦନ ହିଁ ତାଙ୍କ ରଚନାର ସ୍ୱାତନ୍ତ୍ର]୍ୟ ।

Show More
List Price $12.00
Your Price  $11.88
Paperback