Back to Search

Nai Separira Jhia

AUTHOR Sethi, Jasobanta
PUBLISHER Black Eagle Books (03/14/2023)
PRODUCT TYPE Paperback (Paperback)

Description

'ନଈ ସେପାରିର ଝିଅ' ପାଣ୍ଡୁଲିପିସ୍ଥ ଗଳ୍ପଗୁଡ଼ିକର ପ୍ରସଙ୍ଗ, ଚରିତ୍ର ଓ ପରିବେଶ ଭିତରେ ରହିଛି ବିବିଧତା । ପ୍ରେମ ଏବଂ କାରୁଣ୍ୟ, ଦୁଇଟି ଅବିଭାଜ୍ୟ ରାଶି ବୋଲି ପ୍ରତିପାଦିତ କଲାପରେ ଗାଳ୍ପିକ ସ୍ୱକୀୟ ଅନ୍ୟାନ୍ୟ ଗଳ୍ପଗୁଡ଼ିକର ବିବିଧତା ଭିତରେ ସାମାଜିକ ଚିତ୍ର ଓ ଚରିତ୍ରଗୁଡ଼ିକ ପ୍ରତି ତାଙ୍କର ପ୍ରତୀକାତ୍ମକ ବ୍ୟଙ୍ଗ, ବିଦ୍ରୂପ ଓ ଶ୍ଳେଷ ସହ ନିପୀଡ଼ିତ ଜୀବନ ପ୍ରତି ଯେଉଁ ସହାନୁଭୂତି ଏବଂ ସମ୍ବେଦନଶୀଳତା ଆରୋପିଛନ୍ତି, ତାହାହିଁ ଗାଳ୍ପିକଙ୍କର ଗଳ୍ପଚେତନାର ଅଗ୍ରଗାମୀତା । 'ଅପହରଣ' ଗଳ୍ପରେ ଶିଶୁ ଲିପୁନ୍]ର ମନସ୍ତତ୍ତ୍ୱ ଓ 'କୋଇଲି ଦେଇଛି ଚିଠି' ଗଳ୍ପରେ ଅସାର ଜୀବନ ତତ୍ତ୍ୱର ଅବତାରଣା କରୁଥିବା ଗାଳ୍ପିକ ନିଶ ଅଛି ଯାହାର, କୁକୁଡ଼ୁକୁ, ମମତାମେସ୍], ଶ୍ରୀରାଧାଙ୍କ ମାନଭଞ୍ଜନ, ଆପଣଙ୍କର ଚଳେ କି ପ୍ରମୁଖ ଗଳ୍ପରେ କ୍ଳେଦାକ୍ତ ଜୀବନ ପାଇଁ ବିମଳ ହାସ୍ୟର ରୋଷଣୀ ଜଳାଇ ଦେଲାବେଳେ 'ଚୁମ୍]କୀ' ଭଳି ଏକ ହୃଦୟବିଦାରକ ଗଳ୍ପରେ ପାଠକୀୟ ମନଜଗତକୁ ପୁଣିଥରେ ସ୍ତବ୍]ଧ ଏବଂ ବେଦନାର୍ଦ୍ର କରିଦେବେ । ଅଷ୍ଟମ ଗର୍ଭ ଏବଂ ଆଜିଠୁଁ ଲଢ଼େଇ ବନ୍ଦ ଭଳି ଗଳ୍ପମାନଙ୍କରେ ଗାଳ୍ପିକ ପ୍ରମାଣ କରିଛନ୍ତି ନିଜର ସାମାଜିକ ଏବଂ ମାନବିକ ଦାୟବଦ୍ଧତା ।

ତେବେ ଏତେ ସହଜ ନୁହେଁ 'ନଈ ସେପାରିର ଝିଅ' ପାଇଁ ନିଜେ ଗୋଟିଏ କଥା ସରିତାର ସୂଅ ପାଲଟିବା । ପୁଣି ଆହୁରି କାଠିକର ପାଠ, ପ୍ରେମିକାର ଢେଉ ଢେଉକା ଅଭଙ୍ଗା ଛବିକୁ ସୂଅ ମୁହଁର ପତର ପରି ସଯତ୍ନେ ଛାଣି ଆଣି ଶ&

Show More
Product Format
Product Details
ISBN-13: 9781645603641
ISBN-10: 1645603644
Binding: Paperback or Softback (Trade Paperback (Us))
Content Language: Oriya
More Product Details
Page Count: 134
Carton Quantity: 54
Product Dimensions: 5.50 x 0.31 x 8.50 inches
Weight: 0.39 pound(s)
Country of Origin: US
Subject Information
BISAC Categories
Fiction | Literary
Fiction | Romance - International
Fiction | Short Stories (single author)
Descriptions, Reviews, Etc.
publisher marketing

'ନଈ ସେପାରିର ଝିଅ' ପାଣ୍ଡୁଲିପିସ୍ଥ ଗଳ୍ପଗୁଡ଼ିକର ପ୍ରସଙ୍ଗ, ଚରିତ୍ର ଓ ପରିବେଶ ଭିତରେ ରହିଛି ବିବିଧତା । ପ୍ରେମ ଏବଂ କାରୁଣ୍ୟ, ଦୁଇଟି ଅବିଭାଜ୍ୟ ରାଶି ବୋଲି ପ୍ରତିପାଦିତ କଲାପରେ ଗାଳ୍ପିକ ସ୍ୱକୀୟ ଅନ୍ୟାନ୍ୟ ଗଳ୍ପଗୁଡ଼ିକର ବିବିଧତା ଭିତରେ ସାମାଜିକ ଚିତ୍ର ଓ ଚରିତ୍ରଗୁଡ଼ିକ ପ୍ରତି ତାଙ୍କର ପ୍ରତୀକାତ୍ମକ ବ୍ୟଙ୍ଗ, ବିଦ୍ରୂପ ଓ ଶ୍ଳେଷ ସହ ନିପୀଡ଼ିତ ଜୀବନ ପ୍ରତି ଯେଉଁ ସହାନୁଭୂତି ଏବଂ ସମ୍ବେଦନଶୀଳତା ଆରୋପିଛନ୍ତି, ତାହାହିଁ ଗାଳ୍ପିକଙ୍କର ଗଳ୍ପଚେତନାର ଅଗ୍ରଗାମୀତା । 'ଅପହରଣ' ଗଳ୍ପରେ ଶିଶୁ ଲିପୁନ୍]ର ମନସ୍ତତ୍ତ୍ୱ ଓ 'କୋଇଲି ଦେଇଛି ଚିଠି' ଗଳ୍ପରେ ଅସାର ଜୀବନ ତତ୍ତ୍ୱର ଅବତାରଣା କରୁଥିବା ଗାଳ୍ପିକ ନିଶ ଅଛି ଯାହାର, କୁକୁଡ଼ୁକୁ, ମମତାମେସ୍], ଶ୍ରୀରାଧାଙ୍କ ମାନଭଞ୍ଜନ, ଆପଣଙ୍କର ଚଳେ କି ପ୍ରମୁଖ ଗଳ୍ପରେ କ୍ଳେଦାକ୍ତ ଜୀବନ ପାଇଁ ବିମଳ ହାସ୍ୟର ରୋଷଣୀ ଜଳାଇ ଦେଲାବେଳେ 'ଚୁମ୍]କୀ' ଭଳି ଏକ ହୃଦୟବିଦାରକ ଗଳ୍ପରେ ପାଠକୀୟ ମନଜଗତକୁ ପୁଣିଥରେ ସ୍ତବ୍]ଧ ଏବଂ ବେଦନାର୍ଦ୍ର କରିଦେବେ । ଅଷ୍ଟମ ଗର୍ଭ ଏବଂ ଆଜିଠୁଁ ଲଢ଼େଇ ବନ୍ଦ ଭଳି ଗଳ୍ପମାନଙ୍କରେ ଗାଳ୍ପିକ ପ୍ରମାଣ କରିଛନ୍ତି ନିଜର ସାମାଜିକ ଏବଂ ମାନବିକ ଦାୟବଦ୍ଧତା ।

ତେବେ ଏତେ ସହଜ ନୁହେଁ 'ନଈ ସେପାରିର ଝିଅ' ପାଇଁ ନିଜେ ଗୋଟିଏ କଥା ସରିତାର ସୂଅ ପାଲଟିବା । ପୁଣି ଆହୁରି କାଠିକର ପାଠ, ପ୍ରେମିକାର ଢେଉ ଢେଉକା ଅଭଙ୍ଗା ଛବିକୁ ସୂଅ ମୁହଁର ପତର ପରି ସଯତ୍ନେ ଛାଣି ଆଣି ଶ&

Show More
List Price $14.00
Your Price  $13.86
Paperback